‘ଏ ବର୍ଷ ହୋଇପାରେ ହାଡ଼ଭଙ୍ଗା ଶୀତ’

ନୂଆଦିଲ୍ଲୀ: ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ହାଡ଼ଭଙ୍ଗା ଶୀତ ଅନୁଭୂତ ହୋଇପାରେ। ଲା- ନିନା ସ୍ଥିତି ଯୋଗୁ ଭାରତରେ ହିମପ୍ରବାହ ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ଜାତୀୟ ଗଣମାଧ୍ୟମର ୱେବିନାରରେ ଭାରତୀୟ ପାଣିପାଗ ବିଭାଗର(ଆଇଏମଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ପ୍ରବଳ ଶୀତ ଯୋଗୁ ରାଜସ୍ଥାନ, ଉତ୍ତରପ୍ରଦେଶ, ବିହାରରେ ପ୍ରତିବର୍ଷ ଅଧିକ ସଂଖ୍ୟାରେ ଲୋକ ମୃତ୍ୟୁବରଣ କରିଥାନ୍ତି। ଲା-ନିନାର ସ୍ଥିତି ଅନୁଯାୟୀ ଦେଶରେ ଶୀତର ପ୍ରଭାବ କିପରି ରହିବ ତାହା ଜଣାପଡ଼ିଥାଏ।

ଦେଶରେ ଶୀତର ପ୍ରଭାବ କେମିତି ରହିବ ଏ ନେଇ ପ୍ରତିବର୍ଷ ନଭେମ୍ବରରେ ଆଇଏମ୍‌ଡି ପୂର୍ବାନୁମାନ କରିଥାଏ।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like