ପାହାଡ଼ ଉପରେ ସେଲ୍‌ଫି ନେଉଥିଲେ, ହଠାତ୍‌ ତଳକୁ ଖସିପଡ଼ିଲେ

ଇନ୍ଦୋର: ପାହାଡ଼ ଉପରେ ଛିଡ଼ା ହୋଇ ସେଲ୍‌ଫି ନେଉ ଥିବାବେଳେ ଜଣେ ୩୦ ବର୍ଷୀୟ ମହିଳା ଖସି ପଡ଼ିବା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶ ଇନ୍ଦୋର ସହରରେ ଗତକାଲି ଏହି ଅଘଟଣ ଘଟିଛି। ମୃତ ମହିଳାଙ୍କ ନାଁ ନିତୁ ମହେଶ୍ୱରୀ।

ସୂଚନା ଅନୁସାରେ, ନିତୁ ପରିବାର ସହ ଇନ୍ଦୋରରୁ ୫୫ କି.ମି. ଦୂରରେ ଥିବା ଜାମ୍‌ ଗେଟ୍‌ ଅଞ୍ଚଳକୁ ପିକ୍‌ନିକ୍‌ ପାଇଁ ଯାଇଥିଲେ। ଏହି ସମୟରେ ସେ ପାହାଡ଼ ଉପରେ ଚଢ଼ି ସେଲ୍‌ଫି ନେଉ ଥିବାବେଳେ ଖସି ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ଘଟିଥିଲା।

ପୋଲିସ୍‌ ମୃତଦେହ ଜବତ କରି ପୋଷ୍ଟମର୍ଟମ୍‌ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

କୋଭିଡ୍‌ ହସ୍ପିଟାଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ଚାଲିଗଲା ୫ କରୋନା ଆକ୍ରାନ୍ତଙ୍କ ଜୀବନ

ପରଲୋକରେ ଭାରତର ସଫ୍ଟୱେୟର ଇଣ୍ଡଷ୍ଟ୍ରୀ ଜନକ ଏଫ୍‌ସି କୋହଲି

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

You might also like