ବିଶ୍ୱରେ କରୋନା ନେଲାଣି ୧ ଲକ୍ଷ ୯୭ ହଜାରରୁ ଅଧିକ ଜୀବନ

ନୂଆଦିଲ୍ଲୀ: ବିଶ୍ୱରେ କରୋନା ନେଲାଣି ୧ ଲକ୍ଷ ୯୭ ହଜାରରୁ ଅଧିକ ଜୀବନ। ସାରା ପୃଥିବୀରେ ୨୧୦ ଦେଶରେ କାୟା ବିସ୍ତାର କରିଥିବା କରୋନା ଭାଇରସ ଦ୍ୱାରା ଆକ୍ରାନ୍ତଙ୍କ ସଂଖ୍ୟା ୨୮ଲକ୍ଷ ୪୬ହଜାରକୁ ବୃଦ୍ଧି ପାଇଛି।

ଆମେରିକାରେ ଆକ୍ରାନ୍ତଙ୍କ ସଂଖ୍ୟାରେ ଆଜି ବଡ଼ ବୃଦ୍ଧି ଘଟିଛି। ଆମେରିକାରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୫ ହଜାରକୁ ବୃଦ୍ଧି ପାଇଛି।

ଏଠାରେ ମୃତ୍ୟୁ ସଂଖ୍ୟା ୫୨ ହଜାର ଅତିକ୍ରମ କରିଛି। ସେହିଭଳି ଇଟାଲୀରେ ୧ ଲକ୍ଷ ୯୨ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ଚିହ୍ଟଟ ହୋଇଥିବା ବେଳେ ୧୬ ହଜାରକୁ ଟପିବାକୁ ଆସିଲାଣି।

ସ୍ପେନରେ ୨ଲକ୍ଷ ୧୯ ହଜାରରୁ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ୨୨ ହଜାରରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ଏହାଛଡ଼ା ଫ୍ରାନ୍ସ, ଜର୍ମାନୀ ଏବଂ ବ୍ରିଟେନ୍‌ର ସ୍ଥିତି ଗମ୍ଭୀର ରହିଛି। କୋରନାର ଲାଗି ରହିଥିବାରୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି।

ଆହୁରି ପଢ଼ନ୍ତୁ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

କରୋନାକୁ ହରାଇଲେ ୧୦୬ ବର୍ଷର ବୃଦ୍ଧା

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ସୋମବାରଠାରୁ ଆରମ୍ଭ ହେବ ‘କୋଭିସିଲ୍ଡ’ର ତୃତୀୟ ପର୍ଯ୍ୟାୟ ଟ୍ରାଏଲ୍

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଏଣିକି ଅଧଘଣ୍ଟାରେ ହେବ କୋଭିଡ୍ ଟେଷ୍ଟ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

You might also like