ବିଶ୍ୱରେ ୨୪ ଘଣ୍ଟାରେ ୫ ହଜାର ଜୀବନ ନେଲା କରୋନା

ନୂଆଦିଲ୍ଲୀ: ବିଶ୍ୱରେ କରୋନା ସ୍ଥିତି ଚିନ୍ତାଜନକ ହୋଇପଡ଼ିଛି। ଦିନକୁ ଦିନ ମୃତ, ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଅନ୍ୟପକ୍ଷେ ମେଡିସିନ ବା ଭାକ୍ସିନ ବାହାରି ପାରି ନ ଥିବାରୁ ଏହାକୁ ନିୟନ୍ତ୍ରଣ କରିବା କଷ୍ଟକର ହୋଇ ପଡୁଛି।

ଗତ ୨୪ ଘଣ୍ଟାରେ ବିଶ୍ୱରେ କରୋନାରେ ୫ ହଜାରରୁ ଅଧିକ ଜଣକ ଜୀବନ ଯାଇଛି । ସେହିପରି ବିଶ୍ୱରେ ଗୋଟିଏ ଦିନରେ ଲକ୍ଷେ ୭୯ ହଜାର ୭୭୭ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ବିଶ୍ୱରେ ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୩ ହଜାର ୯୧୬ରେ ପହଞ୍ଚିଛି ।ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ୧୬ ହଜାର ୮୭୬କୁ ବୃଦ୍ଧି ପାଇଛି। 

ଆମେରିକାରେ ସର୍ବାଧିକ୨୪ ଲକ୍ଷ ୬୨ ହଜାର ଆକ୍ରାନ୍ତ ହୋଇଥିବାଅବେଳେ ୧ ଲକ୍ଷ ୨୪ ହଜାର ଲୋକଙ୍କର ମୃତ୍ୟୁ ଘଟିଛି। ସେହିପରି ବ୍ରାଜିଲରେ ୧୧ ଲକ୍ଷ ୯୨ ହଜାର ୪୭୪ ଆକ୍ରାନ୍ତ ହୋଇଥିବା ବେଳେ ୫୩ ହଜାର ୮୭୪ ଜଣଙ୍କ ଜୀବନ ଗଲାଣି । ରୁଷିଆରେ ୬ ଲକ୍ଷ ୬ ହଜାର ୮୮୧ ଆକ୍ରାନ୍ତ ହୋଇଥିବା ବେଳେ ୮ ହଜାର ୫୧୩ଜଣଙ୍କ ମୃତ୍ୟୁ ହେଲାଣି। ଅନ୍ୟ ଦେଶରେ ମଧ୍ୟ ସ୍ଥିତି ଉଦବେଗଜନକ ରହିଛି।

 

ଆହୁରି ପଢ଼ନ୍ତୁ

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

କୃଷି ବିଲ୍‌ ବିରୋଧରେ ଚାଷୀଙ୍କ ‘ଭାରତ ବନ୍ଦ’ ଡାକରା ଆଜି

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

You might also like