• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

News Highlights

  • ସେପ୍ଟେମ୍ବର ୧୨ ତାରିଖରେ NEET (UG)- ୨୦୨୧ ।

  • କୋଭିଡ୍ କଟକଣା ଭିତରେ ସାରା ଦେଶରେ ହେବ ପରୀକ୍ଷା ।

  • କାଲି ଅପରାହ୍ନ ୫ଟାରୁ ଅନଲାଇନ୍‌ରେ ଆବେଦନ ।

ନୂଆଦିଲ୍ଲୀ: ସେମ୍ବେର ୧୨ ତାରିଖରେ NEET (UG)- ୨୦୨୧ । କୋଭିଡ୍ କଟକଣା ଭିତରେ ସାରା ଦେଶରେ ହେବ ପରୀକ୍ଷା । କାଲି ଅପରାହ୍ନ ୫ଟାରୁ ଅନଲାଇନ୍‌ରେ ଆବେଦନ । NTA ୱେବସାଇଟ୍ ଜରିଆରେ ପରୀକ୍ଷାର୍ଥୀ ଆବେଦନ କରିବେ । ଟ୍ୱିଟ୍ କରି ସୂଚନା ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ପରୀକ୍ଷା ହେବାକୁ ଥିବା ସହର ସଂଖ୍ୟା ୧୫୫ରୁ ୧୯୮କୁ ବଢ଼ିଲା । ୨୦୨୦ ଠାରୁ ଚଳିତ ବର୍ଷ ପରୀକ୍ଷା କେନ୍ଦ୍ର ସଂଖ୍ୟା ବୃଦ୍ଧି ନିଷ୍ପତ୍ତି ।