• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସଂକ୍ଷେପରେ ଆଜିର ତାଜା ଖବର - Saturday, 24 July 2021

  • Abhijit Mishra
  • 3 years ago

ହାଇଦର

ରିକ୍ସା ଚାଳକରୁ ଟପ୍ ଗ୍ୟାଙ୍ଗଷ୍ଟର 'ହାଇଦର୍'

  • Chandan Shishu
  • 3 years ago

ଅଶ୍ଲୀଳ ନୁହେଁ, ଉତ୍ତେଜକ କଣ୍ଟେଣ୍ଟ ଥିଲା: ଶିଳ୍ପା

ରାଜଙ୍କ ବିରୋଧରେ ଆସିଥିବା ପର୍ଣ୍ଣ ଫିଲ୍ମ ନିର୍ମାଣ, ପ୍ରସାରଣ ଅଭିଯୋଗ ରାକେଟ୍ ବିଷୟରେ ଶିଳ୍ପା ଅବଗତ ଥିଲେ କି ନାହିଁ, ସେ ସମ୍ପର୍କରେ ତାଙ୍କୁ ଜେରା କରାଯାଇଥିବା ସୂଚନା ମିଳିଛି। ଏପଟେ ଶିଳ୍ପା ରାଜଙ୍କ ଭିଆନ ଇଣ୍ଡଷ୍ଟ୍ରିଜ୍ ନିର୍ଦ୍ଦେଶକ ପଦରୁ କାହିଁକି ଇସ୍ତଫା ଦେଇଥିଲେ ତାର ବି ଯାଞ୍ଚ୍ କରୁଛି। More

  • Chandan Shishu
  • 3 years ago

ରିକ୍ସା ଚାଳକରୁ ଟପ୍ ଗ୍ୟାଙ୍ଗଷ୍ଟର 'ହାଇଦର୍'

୨୦୦୫ରେ ଗ୍ୟାଙ୍ଗଷ୍ଟର ସୁଲେମାନର ଭାଇ ଚୁନାକୁ ହତ୍ୟା କରି ଚର୍ଚ୍ଚାକୁ ଆସିଥିଲା ହାଇଦର। ସେହିବର୍ଷ ତାକୁ ନାଗପୁରରୁ ଗିରଫ କରିଥିଲା ପୋଲିସ। ଏହି ମାମଲାରେ ସେ ଆଜୀବନ ସଜ୍ଜା ପାଇଥିଲା। ହେଲେ ଜେଲରେ ରହି ବି ସବୁ ପ୍ରକାର ଅପରାଧ ଚଳାଇବାରେ ସଫଳ ହେଉଥିଲା ହାଇଦର। More

  • Chandan Shishu
  • 3 years ago

ମୋ ସ୍ୱାମୀକୁ ଉଠାଇ ନେଇ ମାରିଦେଲେ: ହାଇଦର୍‌ର ସ୍ତ୍ରୀ

ପୋଲିସର ଓ୍ୱାର୍ଣ୍ଣିଂ ନମାନି ଖସି ଯିବାକୁ ଚେଷ୍ଟା କରିବାରୁ ହାଇଦରକୁ ଏନକାଉଣ୍ଟର କରିଥିଲେ ସୁରକ୍ଷାକର୍ମୀ। ଗୁଳି ସିଧା ଯାଇ ହାଇଦରର ପେଟରେ ବାଜିଥିଲା। ହାଇଦରକୁ ଗୋଟିଏ ହିଁ ଗୁଳି କରାଯାଇଥିଲା ବୋଲି କହିଛନ୍ତି ପୋଲିସ କମିଶନର। More

  • Chandan Shishu
  • 3 years ago

ଓଡିଶାର କେଉଁ ଜିଲ୍ଲାରେ ସୃଷ୍ଟି ହୋଇଛି ସର୍ବାଧିକ ଆଣ୍ଟିବଡି ?

ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଜାତୀୟ ହାର ତୁଳନାରେ ଆମ ରାଜ୍ୟରେ ସର୍ଭେ ରିପୋର୍ଟ ଭଲ ଅଛି। ବୟସ୍କ ଲୋକଙ୍କ ଶରୀରରେ ଅଧିକ ଆଣ୍ଟିବଡି ସୃଷ୍ଟି ହୋଇଛି। ଏବେ ରାଜ୍ୟର ସଂକ୍ରମଣ ହାର ୨ ଦଶମିକ ୪ ଥିଲେ ମଧ୍ୟ ଆମେ ବେଶି ଖୁସି ହେବା ଉଚିତ ନୁହେଁ।  More

  • Chandan Shishu
  • 3 years ago

ପୋଲିସ୍‌ ଗୁଳିରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ମୃତ

ପରିସ୍ରା ଯିବା ବାହାନାରେ ସେ ଖସି ପଳାଇବାକୁ ଉଦ୍ୟମ କରିଥିଲା। ଏହାସହ ସେ ପୋଲିସ୍ ପାଖରେ ଥିବା ବନ୍ଧୁକ ଛଡାଇବାକୁ ଚେଷ୍ଟା କରିଥିଲା। ଏହାପରେ ଜଣେ କନେଷ୍ଟେବଳ ତା ଉପରକୁ ଫାୟାରିଂ କରିଥିଲେ। More

  • Chandan Shishu
  • 3 years ago

ଗ୍ୟାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟର !

କୋଭିଡ଼ ଆକ୍ରାନ୍ତ ହେବାରୁ ଚୌଦ୍ୱାର ଜେଲରେ ରଖାଯାଇଥିଲା। ଜେଲ ସ୍ଥାନାନ୍ତର ବେଳେ ଖସିଯିବାକୁ ଉଦ୍ୟମ କରୁଥିବାବେଳେ ଏନକାଉଣ୍ଟର ହୋଇଥିବା ସୂଚନା ମିଳିଥିଲା। More

  • Chandan Shishu
  • 3 years ago

ପ୍ରକାଶ ପାଇଲା ICSE ଦଶମ ଓ ଦ୍ୱାଦଶ ରେଜଲ୍ଟ

ଏପ୍ରିଲ ୧୬ରେ ସିଆଇଏସ୍‌ସିଇ ଆଇସିଏସ୍‌ଇ ୧୦ମ ଓ ଆଇଏସ୍‌ସି ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଆଇସିଏସ୍‌ଇ ୧୦ମ ବୋର୍ଡ ଓ ଦ୍ୱାଦଶ ପରୀକ୍ଷା ବାତିଲା କରିଥିଲା। More

  • Rajalaxmi Sahoo
  • 3 years ago

କୁଆଖାଇ ନଦୀ ପଠାରୁ ଅଧାପୋତା ମୃତଦେହ ଉଦ୍ଧାର ଘଟଣା: ମୃତକଙ୍କ ପରିଚୟ ସମ୍ପର୍କରେ ଜଣାଇଲେ ମିଳିବ ପୁରସ୍କାର

ଭୁବନେଶ୍ୱର କୁଆଖାଇ ନଦୀ ପଠାରୁ ଅଧାପୋତା ମୃତଦେହ ଉଦ୍ଧାର ଘଟଣାରେ ମୃତ ବ୍ୟକ୍ତିଙ୍କ ପରିଚୟ ଜାଣିବା ପାଇଁ ପୋଲିସ ପୋଷ୍ଟର ଜାରି କରିଛି। ମୃତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ  ପୋଷ୍ଟରରେ ମୃତକଙ୍କ ମୁହଁ ଓ ଜବତ ହୋଇଥିବା ଅନ୍ୟ ବସ୍ତୁର ଫଟୋ ରହିଛି। More

  • Rajalaxmi Sahoo
  • 3 years ago

ଘରେ ସ୍ୱାମୀ-ସ୍ତ୍ରୀ ଥିଲେ; ସ୍ୱାମୀ ପୋଡ଼ିଗଲା, ହେଲେ ସ୍ତ୍ରୀ କେମିତି ଜାଣିପାରିଲା ନାହିଁ ?: ସୌମ୍ୟଙ୍କ ଭାଇ

ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏବେବି ରହସ୍ୟ ଘେର ଭିତରେ ଥିବାବେଳେ ଦିନକୁ ଦିନ ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ଖୁଲାସା ହେଉଛି। More

  • Rajalaxmi Sahoo
  • 3 years ago

ଘର ଭିତରେ ଝୁଲୁଥିଲା ସ୍ତ୍ରୀର ମୃତଦେହ, ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଲା ସ୍ୱାମୀର ମୃତଦେହ

ସ୍ୱାମୀ-ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ଜୁଗଳ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।ସ୍ୱାମୀ-ସ୍ତ୍ରୀ ଉଭୟ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। More

  • Rajalaxmi Sahoo
  • 3 years ago

ଦିନକରେ ଓଡ଼ିଶାରେ ୧୮୬୪ କରୋନା ସଂକ୍ରମିତ ଚିହ୍ନଟ, କେବଳ ଖୋର୍ଦ୍ଧାରୁ ବାହାରିଲେ ୪୯୬

ଦିନକରେ ରାଜ୍ୟରେ ୧୮୬୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ୪୯୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। More

  • Rajalaxmi Sahoo
  • 3 years ago

କରୋନା ମହାମାରୀ ଭିତରେ ଡରାଇଲାଣି ଡେଙ୍ଗୁ

କରୋନା ମହାମାରୀ ଭିତରେ ଖୋର୍ଦ୍ଧାବାସୀଙ୍କୁ ଡେଙ୍ଗୁ ଚିନ୍ତା ଘାରିଛି। ଦୁଇ ମାସ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨ଶହ ପାର୍‌ କରିଛି।  More

  • Chandan Shishu
  • 3 years ago

ରାଜଧାନୀରେ କେବେ ହେବ ରସଗୋଲା ହବ୍ ?

ଜଗନ୍ନାଥ ସଂସ୍କୃତି ଗବେଷକ ଅସିତ୍ ମହାନ୍ତି ଅଭିଯୋଗ କରିଛନ୍ତି, ରାଜ୍ୟ ସରକାର ରସଗୋଲାର ପରିଚୟକୁ ବଳିଷ୍ଠ କରିବାକୁ ସେଭଳି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରିନାହାଁନ୍ତି। More

  • Chandan Shishu
  • 3 years ago

ଦିନେ ଗୁଳିଫୁଟାକୁ ନେଇ ଚର୍ଚ୍ଚାରେ ଥିଲେ, ଏଥର ଟାଟୁକୁ ନେଇ ତୋଫାନ

ସୋନାଲି ମୋହିତଙ୍କ ଅଭିଯୋଗକୁ ମିଛ ବୋଲି କହିବା ସହ, ସେ ତାଙ୍କ ବିବାହ ପୂର୍ବର ଜୀବନ ଓ ଟାଟୁ ଆଦି ସବୁକଥା ଜାଣି ବିବାହ କରିଥିଲେ ବୋଲି କହିଛନ୍ତି। ଏଥିସହ ବିବାଦର ନୂଆ କାରଣ ବତାଇଛନ୍ତି ସୋନାଲି।  More

  • Chandan Shishu
  • 3 years ago

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: DFOଙ୍କ କୌଣସି ସମ୍ପୃକ୍ତି ନାହିଁ

ପ୍ରକାଶଥାଉକି- ସାହେବ-ବିବି ଓ ସାଜିସ୍ ମାମଲାରେ ଚର୍ଚ୍ଚାକୁ ଆସିଥିବା ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କୁ ପାରଳାଖେମୁଣ୍ଡି ପୋଲିସ ପଚରା ଉଚରା କରିଥିଲା। More

  • Sarbeswar
  • 3 years ago

ସରକାରୀ ଯୋଜନା କାହା ପାଇଁ?

ଏମିତିରେ ପରିବାରରେ ଚୁଲି ଜଳିବା ମଧ୍ୟ ବହୁ କଷ୍ଟକର ହୋଇପଡୁଛି । ଆଉ ଦେହ ଖରାପ ହେଲେ ପେଟରେ ଓଦାକନା ପକାଇ ଭାଗ୍ୟକୁ ନିନ୍ଦିବା ଛଡା ଅନ୍ୟ ଉପାୟ ମଧ୍ୟ କିଛି ନାହିଁ । ସଂଧ୍ୟା ହେଲେ ଡିବିରି ଆଳୁଅରେ ପୁଅର ପାଠପଢା ଚାଲିଛି More

  • Chandan Shishu
  • 3 years ago

ସୌମ୍ୟଙ୍କ ମୃତ୍ୟୁର ସତ୍ୟତା ଭିତରେ ଷଡ଼ଯନ୍ତ୍ରର ସତ କଣ ?

ହତ୍ୟା ଏବଂ ଅପରାଧିକ ଷଡ଼ଯନ୍ତ୍ର ଭଳି ସଂଗୀନ ଦଫାରେ ସଂପୃକ୍ତ ଡିଏଫ୍ଓଙ୍କୁ ପାଇଁ ବଢ଼ାଇ ଦିଆଯାଇଥିଲା ଅସମ୍ଭବ ସୁରକ୍ଷା। ତେବେ ଜଣେ ଅଭିଯୁକ୍ତଙ୍କୁ ଜେରା ପାଇଁ କାହିଁକି ଏତେ ସୁରକ୍ଷା, କିଛି ବୁଝିହେଉନଥିଲା।  More