ଅଭିଯୁକ୍ତ କରୋନା ପଜିଟିଭ, ହୋମ୍‌ ଆଇସୋଲେସନ୍‌ରେ ପୋଲିସ କର୍ମଚାରୀ

ଚୌଦ୍ୱାର: ବାରଙ୍ଗ ଅଞ୍ଚଳରୁ ଗିରଫ ହୋଇ ଚୌଦ୍ୱାର ଜେଲ୍‌କୁ ପଠାଯାଇଥିବା ଜଣେ ଅଭିଯୁକ୍ତ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ୨ ଦିନ ତଳେ ବାରଙ୍ଗ ଅଞ୍ଚଳରୁ ଅଭିଯୁକ୍ତକୁ ଗିରଫ କରାଯାଇଥିଲା ।

ଅଭିଯୁକ୍ତ ଜଣଙ୍କ କରୋନା ପଜିଟିଭ୍ ହୋଇଥିବା ଜଣାପଡିବା ପରେ ବାରଙ୍ଗ ଥାନା ଓ ଫାଣ୍ଡିର ସମସ୍ତ ପୋଲିସ କର୍ମଚାରୀଙ୍କ ସ୍ୱାବ୍ ସଂଗ୍ରହ ହୋଇଛି। ଏଥିସହ ସମସ୍ତ ଷ୍ଟାଫ୍ ହୋମ୍ ଆଇସୋଲେସନ୍‌ରେ ଥିବା କଟକ DCP ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

You might also like