ଟ୍ରକ୍‌କୁ ପଛରୁ ପିଟିଲା ଟୁରିଷ୍ଟ୍ ବସ୍‌

ଯାଜପୁର: ଟ୍ରକ୍‌କୁ ପଛରୁ ଧକ୍କା ଦେଲା ଟୁରିଷ୍ଟ୍ ବସ୍‌। ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ଯାଜପୁର ଜିଲ୍ଲା ଜାରକା ନିକଟ ବ୍ରାହ୍ମଣୀ ପୋଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ବସ୍‌ଟି କୋଲକାତାର ଦମ୍‌ଦମ୍‌ରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ଆଜି ଭୋରରେ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚିଥିଲା ଓ ଆହତ ମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲା।

ଆହୁରି ପଢ଼ନ୍ତୁ

ନଷ୍ଟ ହେଲେ ବା ହଜିଗଲେ ପୁଣି ମିଳିବ ଏସଏଲସି

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

You might also like