ଝାରସୁଗୁଡ଼ା ଫର୍‌ନେସ ବ୍ଲାଷ୍ଟ ଘଟଣାରେ ଜଣେ ମୃତ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲହଣ୍ଡାବୁଡ଼ସ୍ଥିତ TPSL (ଠାକୁର ପ୍ରସାଦ ସାଓ ଲିଃ) ସ୍ପଞ୍ଜ କାରଖାନାରେ SMS ର ଫରନେସ ବ୍ଲାଷ୍ଟ ଘଟଣାରେ ଆଜି ଜଣକର ମୃତ୍ୟୁ ଘଟିଛି । ମୃତକ ହେଲେ ଆନନ୍ଦ ସାହୁ । ଗତ ୨ ତାରିଖ ଦିନ TPSL ସ୍ପଞ୍ଜ କାରଖାନାରେ ବିସ୍ଫୋରଣ ହୋଇଥିଲା । ଏଥିରେ ୭ ଜଣ ଶ୍ରମିକ ଆହତ ହୋଇଥିଲେ । ଆହତ ସମସ୍ତଙ୍କୁ ଝାରସୁଗୁଡା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ଝାରସୁଗୁଡ଼ାରେ ବର୍ଣ୍ଣ ୟୁନିଟ ନଥିବାରୁ ସମସ୍ତଙ୍କୁ ରାଉରକେଲା ଆଇଜିଏକୁ ସ୍ଥାନାନ୍ତର କରାଯାଇଥିଲା ।ଗୁରୁତର ଅବସ୍ଥାରେ ଆନନ୍ଦ ସାହୁଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିଲା ଆଜି ଭୋର ସମୟରେ ତାଙ୍କର ମୃତ୍ୟୁ ହୋଇଛି।  ରାଉରକେଲାରେ ୪ ଜଣ ଶ୍ରମିକ ଏବେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like