ଆମ୍ବୁଲାନ୍ସକୁ ଧକ୍କା ଦେଲା ଟ୍ରକ୍
ଦେବଗଡ଼: ଦେବଗଡ଼ରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଜିଲ୍ଲାର ପ୍ରଭାଶୁଣୀ ନିକଟରେ ଏକ ଟ୍ରକ୍ ଏହାକୁ ଧକ୍କା ଦେଇଥିଲା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ହୋଇଛନ୍ତି। ଗୁରୁତର ହୋଇଥିବା ଆମ୍ବୁଲାନ୍ସ କର୍ମଚାରୀଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଆମ୍ବୁଲାନ୍ସଟି ବୁର୍ଲାରେ ରୋଗୀ ଛାଡ଼ି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
ଦେବଗଡ଼: ଦେବଗଡ଼ରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଜିଲ୍ଲାର ପ୍ରଭାଶୁଣୀ ନିକଟରେ ଏକ ଟ୍ରକ୍ ଏହାକୁ ଧକ୍କା ଦେଇଥିଲା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ହୋଇଛନ୍ତି।
ଗୁରୁତର ହୋଇଥିବା ଆମ୍ବୁଲାନ୍ସ କର୍ମଚାରୀଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଆମ୍ବୁଲାନ୍ସଟି ବୁର୍ଲାରେ ରୋଗୀ ଛାଡ଼ି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।