ଆକ୍ଟିଭା ସ୍କୁଟରକୁ ଲକ୍ଷେ ଟଙ୍କା ଫାଇନ୍‌ !

କଟକ : ଆକ୍ଟିଭା ସ୍କୁଟରକୁ ଲକ୍ଷେ ଟଙ୍କା ଫାଇନ୍‌ । ବାରଙ୍ଗ ନିକଟରେ ଚେକିଂ ବେଳେ କଟକ ଆର୍‌ଟିଓ ପକ୍ଷରୁ ଆକ୍ଟିଭା ସ୍କୁଟରକୁ ଲକ୍ଷେ ଟଙ୍କା ଫାଇନ୍‌ କରାଯାଇଛି। ବିନା ନମ୍ବର ପ୍ଲେଟରେ ଗାଡ଼ି ଚଳାଉଥିବାରୁ ଏହି ଫାଇନ କରିଛନ୍ତି କଟକ ଆଞ୍ଚଳିକ ପରିବହନ ଅଧିକାରୀ।

ଗତ ୨୮ ତାରିଖରେ ଭୁବନେଶ୍ୱରରୁ ଏହି ଆକ୍ଟିଭା କିଣିଥିଲେ କବିତା ପଣ୍ଡା। ତେବେ ବିନା ରେଜିଷ୍ଟ୍ରେସନରେ ସଂପୃକ୍ତ ସୋରୁମ ଗାଡ଼ି ବିକିଥିବା ଗାଡ଼ି ମାଲିକ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗ ଆଧାରରେ ଆରଟିଓ ପକ୍ଷରୁ ସଂପୃକ୍ତ ସୋ’ ରୁମକୁ ମଧ୍ୟ ନୋଟିସ କରାଯାଇଛି। ତେବେ ସୋ ରୁମ୍‌ ପକ୍ଷରୁ କୌଣସି ଉତ୍ତର ଦିଆଯାଉନଥିବାରୁ ଗାଡ଼ି ସିଜ ହୋଇ ରହିଛି।

ଫଳରେ ସଂପୃକ୍ତ ଗାଡ଼ି ମାଲିକ ଏନେଇ ଥାନାର ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି।

ଏହାସହ ମଧ୍ୟ ପଢ଼ନ୍ତୁ : ନୂଆ ଟ୍ରାଫିକ୍‌ ନିୟମ ; ଟ୍ରକ୍ ଉପରେ ୬ ଲକ୍ଷ ୫୩ ହଜାର ଜରିମାନା !

ଆହୁରି ପଢ଼ନ୍ତୁ

ବିଧାନସଭା ସମ୍ମୁଖରେ ମହିଳାଙ୍କ ବେକରେ ଛୁରୀ ଲଗାଇ ଯୁବକଙ୍କ ହାଇଡ୍ରାମା

ଦିନକରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ଆଜିଠୁ ଖୋଲିଲା ଭିତରକନିକା

ନୂଆ ନିୟମ: ଆଉ ସାଙ୍ଗରେ ଆଣିବାକୁ ପଡ଼ିବନି DL

୬୦ ଟଙ୍କା ପାଇଁ ପାନ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

You might also like