ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ରାଜ୍ୟର ଆଉ ଜଣେ କରୋନା ଆକ୍ରାନ୍ତ। ସୁନ୍ଦରଗଡ଼ ଜିଲ୍ଲାର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି।

ଜିଲ୍ଲାରେ ମୋଟ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପୂର୍ବରୁ ୨ ଜଣ ଓ ଆଜି ଜଣେ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟର ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି। ଆଉ ୫୯ ଜଣ ଚିକିତ୍ସାଧୀନ ଅଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like