୪୦ ଡିଗ୍ରୀ ଉପରେ ୧୦ ସହର

ଭୁବନେଶ୍ୱର: ଅସହ୍ୟ ତାତିରେ ସାରା ରାଜ୍ୟ କଲବଲ। ଆଜି ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ତେବେ ଆଜି ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼। ସେଠାରେ ତାପମାତ୍ରା ୪୧ ଡିଗ୍ରୀ ରହିଛି।

ଏଥିସହ ଭୁବନେଶ୍ୱରରେ ୪୦ .୨, କଟକରେ ୪୦, ଚାନ୍ଦବାଲିରେ ୪୦.୮, ଭବାନୀପାଟଣାରେ ୪୦. ୫, ବଲାଙ୍ଗିରରେ ୪୦.୫, ବୌଦ୍ଧରେ ୪୦. ୫, ସୋନପୁରରେ ୪୦.୨, ତାଳଚେରରେ ୪୦. ୧ ଓ ମାଲକାନଗିରିରେ ୪୦ ଡିଗ୍ରୀ ରହିଛି। ୬ଟି ସହରର ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଛି ।

You might also like