Odisha Weather Update: ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଓଡ଼ିଶାର ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଲା-ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

You might also like