• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥର ଅସୁରା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାର ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। ରାସ୍ତାକଡ଼ରେ ଠିଆ ହୋଇଥିବା ଏକ ଡମ୍ପରକୁ ‘ଡଲଫିନ୍‌’ ନାମକ ବସ୍‌ଟି ପଛପଟୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି।

ଗୁରୁତରମାନେ ପଶ୍ଚିମବଙ୍ଗର ଟାଳିଗଞ୍ଜ ଅଞ୍ଚଳର ସପନ ଚୌଧୁରୀ, ସିପ୍ରା ଚୌଧୁରୀ, ଏମ.ଡି କାମୁଏଲ, ଶ୍ୟାମ ନାରାୟଣ ବୋଲି ଜଣାପଡ଼ିଛି। ସମସ୍ତଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସ୍‌ଟି ପୁରୀରୁ କୋଲକାତା ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।

10-enjurded-in-a-road-accident-at-bhadrak
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories