ବସ୍‌ ଓଲଟି ୧୦ ଆହତ

ବାଲେଶ୍ୱର: ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌। ବାଲେଶ୍ୱର ଜିଲ୍ଲା ବାହାନାଗା ବ୍ଲକ୍‌ ଥାନା ଅନ୍ତର୍ଗତ ଆଳଦା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୧୦ ଜଣ ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ବାହାନାଗା ବ୍ଲକ୍‌ ବରଜଦେଉଳିରୁ ବାଲେଶ୍ୱର ଅଭିମୁଖେ ଆସୁଥିବା ଝାଡ଼େଶ୍ୱର ବସ୍ ଭାରସାମ୍ୟ ହରାଇ ରାସ୍ତାର ବାମପଟକୁ ଓଲଟି ପଡିଥିଲା। ଏଥିରେ ୧୫ ଜଣ ଯାତ୍ରୀ ଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି।

ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ବିଷ୍ଣୁପୁର ଓ ଗୋପାଳପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

ଆହୁରି ପଢ଼ନ୍ତୁ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

You might also like