୨୪ ଘଣ୍ଟାରେ ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ୪ ଓ ସୁନ୍ଦରଗଡ଼, ପୁରୀ, ରାୟଗଡ଼ା ଗଞ୍ଜାମ, କଟକ ଓ ବରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୩ରେ ପହଞ୍ଚିଛି।

You might also like