୨୪ ଘଣ୍ଟାରେ ଓଡ଼ିଶାରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଞ୍ଜାମରୁ ୫, ସୁନ୍ଦରଗଡ଼ରୁ ୨, କଟକ, ରାୟଗଡ଼ା ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Regret to inform the demise of Ten #COVID19 positive patients while under treatment in hospitals.
1. A 65-year old male of Cuttack district who was also suffering from Diabetes & Hypertension.
— H & FW Dept Odisha (@HFWOdisha) August 24, 2020
ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୧୯ ଛୁଇଁଛି।
ପଢ଼ନ୍ତୁ: ଦିନକରେ ଚିହ୍ନଟ ହେଲେ ୨,୯୪୯ ପଜିଟିଭ୍, ଓଡ଼ିଶାରେ ୮୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା