ଓଡ଼ିଶାରେ ୫୫୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ୩, ବାଲେଶ୍ୱର, ଭୁବନେଶ୍ୱର, କଟକ, କଳାହାଣ୍ଡି,କୋରାପୁଟ, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୫୬ ହୋଇଛି।

ପଢ଼ନ୍ତୁ: ଦିନକରେ ୩,୮୬୧ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

You might also like