ଓଡ଼ିଶାରେ ୫୫୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, ବାଲେଶ୍ୱର, ଭୁବନେଶ୍ୱର, କଟକ, କଳାହାଣ୍ଡି,କୋରାପୁଟ, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୫୬ ହୋଇଛି। ପଢ଼ନ୍ତୁ: ଦିନକରେ ୩,୮୬୧ ପଜିଟିଭ୍ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଞ୍ଜାମରୁ ୩, ବାଲେଶ୍ୱର, ଭୁବନେଶ୍ୱର, କଟକ, କଳାହାଣ୍ଡି,କୋରାପୁଟ, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୫୬ ହୋଇଛି।
ପଢ଼ନ୍ତୁ: ଦିନକରେ ୩,୮୬୧ ପଜିଟିଭ୍ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ