ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୦୧ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କଟକ ଓ ପୁରୀରୁ ୨ଜଣ, ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ

You might also like