• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩୫ରେ ପହଞ୍ଚିଛି।

ପଢ଼ନ୍ତୁ: ଓଡ଼ିଶାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୪୦ ହଜାର ଟପିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

10-more-covid19-deaths-reported-in-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories