ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ, ୨୩୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩୫ରେ ପହଞ୍ଚିଛି।

ପଢ଼ନ୍ତୁ: ଓଡ଼ିଶାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୪୦ ହଜାର ଟପିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୩୭ ନୂଆ କରୋନା ପଜିଟିଭ୍‌

ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୮୪ ନୂଆ କରୋନା ପଜିଟିଭ୍‌‌, ଗଲା ୧୦ ଜୀବନ

ଓଡ଼ିଶାରେ ୧,୩୮୪ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, କେବଳ ଗଞ୍ଜାମରୁ ୩୩୧

୨୪ ଘଣ୍ଟାରେ ଓଡ଼ିଶାରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଓଡ଼ିଶାରେ ୧,୬୦୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ; ଗଞ୍ଜାମ ପଛରେ ଖୋର୍ଦ୍ଧା

ଓଡ଼ିଶାରେ କରୋନା ସ୍ଥିତି: ନେଲା ଆଉ ୮ ଜୀବନ

ଓଡ଼ିଶାରେ ନୂଆ ୧,୦୬୮ କରୋନା ଆକ୍ରାନ୍ତ‌ ଚିହ୍ନଟ

୨୪ ଘଣ୍ଟାରେ ଓଡ଼ିଶାରୁ ୧,୫୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

ଓଡ଼ିଶାରେ ୧,୩୭୬ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ୨୫ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

୨୫ ଜିଲ୍ଲାରୁ ୭୩୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୭ ହଜାର ପାର୍‌ କଲା ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରୁ ଚିହ୍ନଟ ହେଲେ ୫୯୧ ନୂଆ କରୋନା ପଜିଟିଭ୍‌

ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like