କଟକ ସହରରୁ ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ମଧ୍ୟରେ ୪ କରୋନା ଯୋଦ୍ଧା

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦ ଜଣଙ୍କ ମଧ୍ୟରୁ ୪ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୫ଜଣ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ଗୋଟିଏ ଲୋକାଲ କେସ୍ ରହିଛି।

କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩୨ ଜଣ ସୁସ୍ଥ ହୋଇଛନ୍ତି। ୨୦୫ ଜଣ ଚିକିତ୍ସାଧୀନ ଅଛନ୍ତି ଓ ଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି।

cuttack

ଆହୁରି ମଧ୍ୟ ପଢ଼ନ୍ତୁ: ଭୁବନେଶ୍ୱରରୁ ଆଜି ୩୮ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୬

You might also like