ଅଭିଯୁକ୍ତକୁ ଧରିବାକୁ ଯାଇ ହଟହଟା ହେଲା ପୋଲିସ୍‌

କୋଣାର୍କ: ଅଭିଯୁକ୍ତକୁ ଧରିବାକୁ ଯାଇ ହଟହଟା ହେଲା ପୋଲିସ୍‌। ଗତକାଲି ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତକୁ ଧରିବାକୁ ପୁରୀ ଜିଲ୍ଲା ଗୋପର ରେଢୁଆ ଗାଁକୁ ଗୋପ ଥାନା ଆଇଆଇସିଙ୍କ ସମେତ ୧୦ ଜଣ ପୋଲିସ୍‌ କର୍ମଚାରୀ ଯାଇଥିଲେ। ହେଲେ ପୋଲିସ୍‌ କର୍ମଚାରୀ ଅଭିଯୁକ୍ତକୁ କ’ଣ ଧରିବେ ଓଲଟା ସେମାନଙ୍କୁ ହଟହଟା ହେବାକୁ ପଡ଼ିଥିଲା।

୬ ଘଣ୍ଟା ଧରି ଗାଁଲୋକେ ପୋଲିସ୍‌ କର୍ମଚାରୀଙ୍କୁ ଅଟକ ରଖିଥିଲେ। ଏହାକୁ ନେଇ କିଛି ସମୟ ପର୍ଯ୍ୟନ୍ତ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।

ଆଜି ସକାଳେ ନିମାପଡ଼ା SDPOଙ୍କ ସମେତ କୋଣାର୍କ, ନିମାପଡ଼ା, କାକଟପୁର ଥାନାର ଆଇଆଇସି ଏବଂ ୧ ପ୍ଲାଟୁନ୍‌ ଫୋର୍ସ ଘଟଣାସ୍ଥଳରେ ପହଞ୍ଚିଥିଲେ। SDPO ଗ୍ରାମବାସୀଙ୍କୁ ବୁଝାସୁଝା କରିବା ପରେ ଗାଁ ଲୋକଙ୍କ ଠାରୁ ମୁକୁଳିଥିଲେ ପୋଲିସ୍‌ କର୍ମଚାରୀ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like