ଦିନକରେ ଓଡ଼ିଶାରେ ୧,୦୧୮କରୋନା ପଜିଟିଭ୍‌ ଚିହ୍ନଟ, ଆଜି ସୁନ୍ଦରଗଡ଼ରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୦୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୮୫ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୪୩୩ ଲୋକାଲ କେସ୍‌ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ସୁନ୍ଦରଗଡ଼ରୁ ସର୍ବାଧିକ ୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଥାଉ କି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୭,୦୦୪ରେ ପହଞ୍ଚିଛି।

ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୨ କରୋନା ରୋଗୀ, ସୁନ୍ଦରଗଡ଼ରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like