• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rosalin Rath

ବାଲେଶ୍ୱର: ଟ୍ରକ୍ ପଛରେ ପିଟି ହେଲା ଆମ୍ବୁଲାନ୍ସ। ବାଲେଶ୍ୱର ଜିଲ୍ଲା ୬୦ ନମ୍ବର ଜାତୀୟ ରାଜପଥର ହଳଦୀପଦା ନିକଟରେ ୧୦୮ ଆମ୍ବୁଲାନ୍ସ ଟ୍ରକ୍ ପଛରେ ପିଟି ହେବା ଫଳରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ଏଥିରେ ୬ ଜଣ ଆହତ ମଧ୍ୟ ହୋଇଛନ୍ତି।

ଆହତଙ୍କୁ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆମ୍ବୁଲାନ୍ସ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଆମ୍ବୁଲାନ୍ସଟି ବାଲିଆପାଳ ହାସିମପୁରରୁ ଜଣେ ରୋଗୀଙ୍କୁ ନେଇ ବାଲେଶ୍ୱର ଆସୁଥିବା ବେଳେ ସକାଳ ପ୍ରାୟ ୬ଟା ୧୫ ବେଳେ ହଳଦୀପଦା ନିକଟରେ ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା।

 

 

 

108-ambulance-hits-with-truck-in-balasore5567
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories