ବଦଳିଲା ଦଶମ ଶ୍ରେଣୀ ବହି

ଭୁବନେଶ୍ୱର: ବଦଳିଲା ଦଶମ ଶ୍ରେଣୀ ବହି। ୨୦୨୦-୨୧ ଶିକ୍ଷା ବର୍ଷ ପାଇଁ ଦଶମ ଶ୍ରେଣୀ ବହି ବଦଳିଲା। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ୮ଟି ବହି ବଦଳିଥିବା ନେଇ ବୋର୍ଡ ସମ୍ପାଦକଙ୍କ ସୂଚନା ଦେଲେ।

୨୦୨୦-୨୧ରେ ରାଜ୍ୟ ବୋର୍ଡର ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ନୂଆ ବହି ପଢ଼ିବେ। ମୋଟ ୧୪ଟି ବିଷୟରୁ ୮ଟି ବିଷୟ ବଦଳିଛି। ଲକଡାଉନ ପରେ ଏହି ବହି ବିକ୍ରି ହେବ ବୋଲି ସୂଚନା ଦିଆଯାଇଛି।

You might also like