• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ବଦଳିଲା ଦଶମ ଶ୍ରେଣୀ ବହି। ୨୦୨୦-୨୧ ଶିକ୍ଷା ବର୍ଷ ପାଇଁ ଦଶମ ଶ୍ରେଣୀ ବହି ବଦଳିଲା। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ୮ଟି ବହି ବଦଳିଥିବା ନେଇ ବୋର୍ଡ ସମ୍ପାଦକଙ୍କ ସୂଚନା ଦେଲେ।

୨୦୨୦-୨୧ରେ ରାଜ୍ୟ ବୋର୍ଡର ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ନୂଆ ବହି ପଢ଼ିବେ। ମୋଟ ୧୪ଟି ବିଷୟରୁ ୮ଟି ବିଷୟ ବଦଳିଛି। ଲକଡାଉନ ପରେ ଏହି ବହି ବିକ୍ରି ହେବ ବୋଲି ସୂଚନା ଦିଆଯାଇଛି।

10th-class-books-changed
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories