କରୋନା କବ୍ଜାରେ ୧୧ ପୋଲିସ୍ କର୍ମୀ
ଖୋର୍ଦ୍ଧା: ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ଜଣ ପୋଲିସ୍ କର୍ମୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଖୋର୍ଦ୍ଧା ଜିଲ୍ଲାପାଳ ସୂଚନା ଦେଇଛନ୍ତି। ୧୧ ଜଣ ପୋଲିସ୍ କର୍ମୀ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ସଂପୃକ୍ତ ଥାନା ଓ ଫାଣ୍ଡିର ସବୁ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟିନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି।
ଖୋର୍ଦ୍ଧା: ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ଜଣ ପୋଲିସ୍ କର୍ମୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଖୋର୍ଦ୍ଧା ଜିଲ୍ଲାପାଳ ସୂଚନା ଦେଇଛନ୍ତି।
୧୧ ଜଣ ପୋଲିସ୍ କର୍ମୀ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ସଂପୃକ୍ତ ଥାନା ଓ ଫାଣ୍ଡିର ସବୁ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟିନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି।