ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ବଲାଙ୍ଗିର, କନ୍ଧମାଳ,ଖୋର୍ଦ୍ଧା,କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୮୦ ହୋଇଛି।

ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୭୪୮ ପଜିଟିଭ୍‌ ଚିହ୍ନଟ

You might also like