ଦିନକରେ ‌ଆଖି ବୁଜିଲେ ୧୪ କରୋନା ଆକ୍ରାନ୍ତ, ଓଡ଼ିଶାରେ ୬୦୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ୱରରୁ ୪, ପୁରୀରୁ ୩, ମୟୂରଭଞ୍ଜରୁ ୨, ଖୋର୍ଦ୍ଧା, କଟକ, କଳାହାଣ୍ଡି, କୋରାପୁଟ, ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୦୫ ହୋଇଛି।

 

ପଢ଼ନ୍ତୁ: ୨୪ ଘଣ୍ଟାରେ ୩,୯୯୬ ପଜିଟିଭ୍‌ ଚିହ୍ନଟ

You might also like