CoronaDeathsInOdisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗିର, ଯାଜପୁର, କନ୍ଧମାଳ,କେନ୍ଦୁଝର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୧୬ ହୋଇଛି।

ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୭୭୭ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରେ କେବଳ ୮୧୫

ଆହୁରି ପଢ଼ନ୍ତୁ

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

You might also like