ଆଜି କଟକରୁ ୧୧ କରୋନା ପଜିଟିଭ୍ ଚିହ୍ନଟ
କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଜି ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧ ଜଣଙ୍କ ମଧ୍ୟରୁ ୬ଜଣ ସରକାରୀ କ୍ୱାରେଣ୍ଟିନ୍ରୁ, ୩ଜଣ ହୋମ୍ କ୍ୱାରେଣ୍ଟିନ୍ରୁ ଓ ୨ଟି ଲୋକାଲ କେସ୍ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮୮ ଜଣ ସୁସ୍ଥ ହୋଇଛନ୍ତି। ୧୩୯ ଜଣ ଚିକିତ୍ସାଧୀନ ଅଛନ୍ତି ଓ ଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।
କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଜି ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧ ଜଣଙ୍କ ମଧ୍ୟରୁ ୬ଜଣ ସରକାରୀ କ୍ୱାରେଣ୍ଟିନ୍ରୁ, ୩ଜଣ ହୋମ୍ କ୍ୱାରେଣ୍ଟିନ୍ରୁ ଓ ୨ଟି ଲୋକାଲ କେସ୍ ରହିଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮୮ ଜଣ ସୁସ୍ଥ ହୋଇଛନ୍ତି। ୧୩୯ ଜଣ ଚିକିତ୍ସାଧୀନ ଅଛନ୍ତି ଓ ଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।