ଭୁବନେଶ୍ୱରରୁ ଆଉ ୧୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ଆଉ ୧୧୧ କରୋନା ଆକ୍ରାନ୍ତ ଚିହ୍ନଟ। କ୍ୱାରେଣ୍ଟିନରୁ ୬୨ ଏବଂ ଲୋକାଲ କଣ୍ଟାକ୍ଟ କେସ୍ ୪୯ ରହିଛି। ଏଯାଏ ସହରରୁ ୧୮୨୮ ସଂକ୍ରମିତ ହୋଇଛନ୍ତି। ୧୧ ଜଣଙ୍କ ମୃତ୍ୟୁ ହୋଇଛି। ୮୬୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୯୫୨ ଆକ୍ରାନ୍ତ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ  ହେଉଛନ୍ତି। ଆଜି ଆଉ ୨୯ ଜଣ ଆରୋଗ୍ୟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ବିଏମ୍‌ସି।

କେଉଁ ଅଞ୍ଚଳରୁ ହେଲେ ଚିହ୍ନଟ:-

ଆଇଗିଣିଆ ଆଳୁଗଦିରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଡୁମୁଡୁମା ନୂଆସାହିରୁ ୫, ନୀଳାଦ୍ରି ବିହାରରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


ରସୁଲଗଡ଼ ଜିଜିପି କଲୋନୀରୁ ୩, ଡୁମୁଡୁମା ଫେଜ୍-୩ରୁ ୩ ଚିହ୍ନଟ ହୋଇଛନ୍ତି। ଆଇଆରସି ଭିଲେଜରୁ ୬, ନୂଆପଲ୍ଲୀରୁ ୨, ମୈତ୍ରୀବିହାରରୁ ୨ ଚିହ୍ନଟ ହୋଇଛନ୍ତି।

ଓଡ଼ିଶାରେ ଗୋଟିଏ ଦିନରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୩୩  ରହିଛି। ଏମାନଙ୍କୁ ମଧ୍ୟରୁ ଖୋର୍ଦ୍ଧାରେ ୧୭୪ ଜଣ ଚିହ୍ନଟ ହୋଇଥିଲେ।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like