• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ଆଉ ୧୧୧ କରୋନା ଆକ୍ରାନ୍ତ ଚିହ୍ନଟ। କ୍ୱାରେଣ୍ଟିନରୁ ୬୨ ଏବଂ ଲୋକାଲ କଣ୍ଟାକ୍ଟ କେସ୍ ୪୯ ରହିଛି। ଏଯାଏ ସହରରୁ ୧୮୨୮ ସଂକ୍ରମିତ ହୋଇଛନ୍ତି। ୧୧ ଜଣଙ୍କ ମୃତ୍ୟୁ ହୋଇଛି। ୮୬୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୯୫୨ ଆକ୍ରାନ୍ତ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ  ହେଉଛନ୍ତି। ଆଜି ଆଉ ୨୯ ଜଣ ଆରୋଗ୍ୟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ବିଏମ୍‌ସି।

କେଉଁ ଅଞ୍ଚଳରୁ ହେଲେ ଚିହ୍ନଟ:-

ଆଇଗିଣିଆ ଆଳୁଗଦିରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଡୁମୁଡୁମା ନୂଆସାହିରୁ ୫, ନୀଳାଦ୍ରି ବିହାରରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


ରସୁଲଗଡ଼ ଜିଜିପି କଲୋନୀରୁ ୩, ଡୁମୁଡୁମା ଫେଜ୍-୩ରୁ ୩ ଚିହ୍ନଟ ହୋଇଛନ୍ତି। ଆଇଆରସି ଭିଲେଜରୁ ୬, ନୂଆପଲ୍ଲୀରୁ ୨, ମୈତ୍ରୀବିହାରରୁ ୨ ଚିହ୍ନଟ ହୋଇଛନ୍ତି।

ଓଡ଼ିଶାରେ ଗୋଟିଏ ଦିନରେ ୧,୩୨୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୩୩  ରହିଛି। ଏମାନଙ୍କୁ ମଧ୍ୟରୁ ଖୋର୍ଦ୍ଧାରେ ୧୭୪ ଜଣ ଚିହ୍ନଟ ହୋଇଥିଲେ।

111-more-positives-identified-in-bhubaneswar
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories