କଟକ ସହରରୁ ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ସହରରୁ ଆଜି ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୨, ଲୋକାଲ୍ କଣ୍ଟାକ୍ଟ ୩୭ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି କଟକ ମହାନଗର ନିଗମ।

କଟକ ଜିଲ୍ଲାରୁ ୧୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ କେବଳ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୧୯। ନିମସାହିରୁ ୨୫, ସୂତାହାଟରୁ ୬, ରାଣୀହାଟରୁ ୬, ମଙ୍ଗଳାବାଗରୁ ୮, ବାମ୍ଫିସାହିରୁ ୪ ଓ ପ୍ରଫେସରପଡ଼ାରୁ ୪ ଚିହ୍ନଟ ହୋଇଛନ୍ତି। ସେହିପରି ସରକାରୀ କ୍ୱାରେଣ୍ଟିନରୁ ୭ କରୋନା ଯୋଦ୍ଧା ଆକ୍ରାନ୍ତ ହୋଇଛନ୍ତି। ଏସ୍‌ସିବି ଆଇସୋଲେସନ୍ ଓ୍ୱାର୍ଡର ୩ କରୋନା ଯୋଦ୍ଧା ଆକ୍ରାନ୍ତ ହୋଇଛନ୍ତି।


କଟକ ସହରରେ ମୋଟ ସଂକ୍ରମଣ ୨୨୭୦ ବୃଦ୍ଧି ପାଇଛି। ଆକ୍ଟିଭ କେସ୍ ୮୬୦ ରହିଥିବା ବେଳେ ୧୩୯୮ ସୁସ୍ଥ ହୋଇଛନ୍ତି। ୧୨ ଜଣଙ୍କ ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like