ଆଜି ୧୨ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା

କଳାହାଣ୍ଡି: କଳାହାଣ୍ଡିରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପ୍ରତିଷ୍ଠା ଦାବିରେ ଆଜି ୧୨ଘଣ୍ଟିଆ କଳାହାଣ୍ଡି ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ଓକିଲ ସଙ୍ଘ ଓ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।

ଆନ୍ଦୋଳନକୁ ବିଭିନ୍ନ ରାଜନୈତିକ ଦଳ ଓ ସଂଗଠନ ସମର୍ଥନ କରିଛନ୍ତି। ଏହି ବନ୍ଦ ଯୋଗୁ ସମସ୍ତ ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ କୋର୍ଟ ବନ୍ଦ ରହିଥିବା ବେଳେ ଯାନବାହାନ ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି।

ସକାଳୁ ସକାଳୁ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନକଟିଗୁଡ଼ାରେ ପିକେଟିଂ କରାଯାଇଥିଲା। ସେହିପରି ମଦନପୁର ରାମପୁରରେ ମଧ୍ୟ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like