Corona Deaths In Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୨ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୨ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୯୫ରେ ପହଞ୍ଚି ଥିବା କହିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧତ୍କ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏ, ଅନୁଗୁଳ, ପୁରୀ,କୋରାପୁଟ, କନ୍ଧମାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

You might also like