ଭୁବନେଶ୍ୱର: କରୋନା ନେଲା ଆଉ ୧୨ ଜଣଙ୍କ ଜୀବନ। ଗତକାଲି ମଧ୍ୟ ୧୨ ଜଣ କରୋନାରେ ପ୍ରାଣ ହରାଇଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

https://twitter.com/HFWOdisha/status/1323856102241439745?s=20

ସୂଚନାଥାଉକି, ଆଜି ରାଜ୍ୟରେ ନୂଆ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଆଜି ରାଜ୍ୟରୁ ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛି।

Other Stories