ନଦୀରେ ବୁଡ଼ି ୧୨ ବର୍ଷ ବାଳକର ମୃତ୍ୟୁ

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ନଦୀରେ ବୁଡ଼ି ଜଣେ ୧୨ ବର୍ଷର ଜଣେ ବାଳକର ମୃତ୍ୟୁ ଘଟିଛି। କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ କଳାବୁଦାରେ ଏହି ଅଭାବନୀୟ ଘଟଣା ଘଟିଛି। ଏଠାରେ ଚିତ୍ରୋତ୍ପଳା ନଦୀରେ ବୁଡ଼ି ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ କୃଷ୍ଣଚନ୍ଦ୍ର ସାହୁ। ତାଙ୍କ ଘର ହରିପୁର ଗାଁରେ।

କୃଷ୍ଣଚନ୍ଦ୍ର ଆଜି ତାଙ୍କ ପରିବାର ସହ କାଳାବୁଦା ସ୍ଥିତ ଶନ୍ନିଶ୍ଚର ପୀଠକୁ ଜଳାଭିଷେକ କରିବାକୁ ଆସିଥିଲେ। ଜଳାଭିଷେକ ପରେ ଚିତ୍ରୋତ୍ପଳା ନଦୀରେ କୃଷ୍ଣଚନ୍ଦ୍ର ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ନଦୀରେ ବୁଡ଼ିଯାଇଥିଲେ।

ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ଏ ଖବର ବ୍ୟାପୀ ଯିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକରଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like