Corona Death in Odisha: ଓଡ଼ିଶାରେ କରୋନା ନେଲା ଆଉ ୧୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Corona Death In Odisha:

ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୪ଜଣ ଲେଖାଏ, ଗଜପତିରୁ ୨, ବାଲେଶ୍ୱର, କଟକ, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୬୯ ହୋଇଛି।

ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୪୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୪୭

You might also like