ଓଡ଼ିଶାରେ କରୋନା ନେଲା ଆଉ ୧୩ ଜୀବନ, ୨୭୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଞ୍ଜାମରୁ ସର୍ବାଧିକ ୬ ଜଣ, କୋରାପୁଟରୁ ୨ଜଣ, ବାଲେଶ୍ୱର, ଭୁବନେଶ୍ୱର, ଖୋର୍ଦ୍ଧା, ବରଗଡ଼ ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Regret to inform of the demise of thirteen Covid positive patients while under treatment in hospitals.
1. A 81 year old Male of Balasore district who was also suffering from Chronic Kidney Disease.
— H & FW Dept Odisha (@HFWOdisha) August 9, 2020
ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭୨ରେ ପହଞ୍ଚିଛି।
ପଢ଼ନ୍ତୁ: ଓଡ଼ିଶାରେ ୧,୭୩୪ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଗଞ୍ଜାମକୁ ଟପିଲା ଖୋର୍ଦ୍ଧା