୨୪ ଘଣ୍ଟାରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୩୭ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୨ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି।

ଗଞ୍ଜାମରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୦୧୮ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ, ୨୩୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଓଡ଼ିଶାରେ ୧,୩୮୪ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, କେବଳ ଗଞ୍ଜାମରୁ ୩୩୧

୨୪ ଘଣ୍ଟାରେ ଓଡ଼ିଶାରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଓଡ଼ିଶାରେ ୧,୬୦୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ; ଗଞ୍ଜାମ ପଛରେ ଖୋର୍ଦ୍ଧା

ଓଡ଼ିଶାରେ ନୂଆ ୧,୦୬୮ କରୋନା ଆକ୍ରାନ୍ତ‌ ଚିହ୍ନଟ

୨୪ ଘଣ୍ଟାରେ ଓଡ଼ିଶାରୁ ୧,୫୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

ଓଡ଼ିଶାରେ ୧,୩୭୬ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ୨୫ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

୨୫ ଜିଲ୍ଲାରୁ ୭୩୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୭ ହଜାର ପାର୍‌ କଲା ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରୁ ଚିହ୍ନଟ ହେଲେ ୫୯୧ ନୂଆ କରୋନା ପଜିଟିଭ୍‌

ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ ଚିହ୍ନଟ ହେଲେ ଆଉ ୫୭୭ କରୋନା ପଜିଟିଭ୍‌, ୧୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ

You might also like