• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ୧୩୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରେଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୯ ଟି ସ୍ଥାନୀୟ ସଂକ୍ରମଣ କେସ୍‌ ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ବିଏମ୍‌ସି। ସେହିଭଳି କଟକରୁ ଆଜି ଆଉ ୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୪ କ୍ୱାରେଣ୍ଟିନ ସେଣ୍ଟରୁ ଚିହ୍ନଟ ହୋଇଛନ୍ତି। ଅନ୍ୟ ୨ ଜଣ ସ୍ଥାନୀୟ ସଂକ୍ରମଣ ମାମଲା ରହିଛି।


ଆଜି ରାଜ୍ୟରେ ୧,୦୬୮ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୦୬୮ ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୦୬  ରହିଛି। କଟକ ଜିଲ୍ଲାରୁ ୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

 

137-new-covid19-cases-reported-in-bhubaneswar1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories