• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୩୮୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ରୁ ସର୍ବାଧିକ ୧୫୯ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧,୩୮୫  ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୮୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୭,୨୭୪ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ:୨୪ ଘଣ୍ଟାରେ କରୋନା ନେଲା ୧୪ ଜୀବନ

 

1385-new-corona-positive-cases-reported-in-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories