୧୩ ଜିଲ୍ଲାବାସୀଙ୍କୁ ମାଲକାନଗିରି ଆସିବାକୁ ବାରଣ
ମାଲକାନିଗିରି: ୧୩ ଜିଲ୍ଲାବାସୀଙ୍କୁ ମାଲକାନଗିରି ଆସିବାକୁ ବାରଣ କରାଯାଇଛି। କରୋନା ସଂକ୍ରମଣ ରୋକିବାକୁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ଏହି ଜିଲ୍ଲାଗୁଡ଼ିକ ହେଲା- ଗଞ୍ଜାମ , କଟକ, ଭଦ୍ରକ, ଖୋର୍ଦ୍ଧା(ଭୁବନେଶ୍ୱର ମଧ୍ୟ), ଯାଜପୁର, ନୟାଗଡ଼, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦ୍ରାପଡା, ଗଜପତି, ବାଲେଶ୍ଵର, ଜଗତସିଂହପୁର ରହିଛି। ଅତି ଆବଶ୍ୟକ ପଡ଼ିଲେ ଏହି ଜିଲ୍ଲାରୁ ଯେଉଁମାନେ ମାଲକାନଗିରି ଆସିବେ, ସେମାନେ ୧୪ଦିନ ସରକାରୀ କ୍ୱାରେଣ୍ଟିନ୍ କିମ୍ବା ପେଡ୍ କ୍ୱାରେଣ୍ଟିନ୍ରେ ରହିବେ ବୋଲି ଚିଠିରେ […]
ମାଲକାନିଗିରି: ୧୩ ଜିଲ୍ଲାବାସୀଙ୍କୁ ମାଲକାନଗିରି ଆସିବାକୁ ବାରଣ କରାଯାଇଛି। କରୋନା ସଂକ୍ରମଣ ରୋକିବାକୁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।
ଏହି ଜିଲ୍ଲାଗୁଡ଼ିକ ହେଲା- ଗଞ୍ଜାମ , କଟକ, ଭଦ୍ରକ, ଖୋର୍ଦ୍ଧା(ଭୁବନେଶ୍ୱର ମଧ୍ୟ), ଯାଜପୁର, ନୟାଗଡ଼, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦ୍ରାପଡା, ଗଜପତି, ବାଲେଶ୍ଵର, ଜଗତସିଂହପୁର ରହିଛି। ଅତି ଆବଶ୍ୟକ ପଡ଼ିଲେ ଏହି ଜିଲ୍ଲାରୁ ଯେଉଁମାନେ ମାଲକାନଗିରି ଆସିବେ, ସେମାନେ ୧୪ଦିନ ସରକାରୀ କ୍ୱାରେଣ୍ଟିନ୍ କିମ୍ବା ପେଡ୍ କ୍ୱାରେଣ୍ଟିନ୍ରେ ରହିବେ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଜିଲ୍ଲାପାଳ।