୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୪୨ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆହୁରି ପଢ଼ନ୍ତୁ