ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୧୩୫ରେ ପହଞ୍ଚିଛି।

ଭୁବନେଶ୍ୱରରୁ ସର୍ବାଧିକ ୪ଜଣଙ୍କ ମୃତ୍ୟୁ ଘଟିଛି। କଟକ ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏ, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗିର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ପଢ଼ନ୍ତୁ: ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

You might also like