୨୪ ଘଣ୍ଟାରେ ଓଡ଼ିଶାରେ କରୋନା ଆକ୍ରାନ୍ତରେ ୧୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନା ନେଲା ଆଉ ୧୪ ଜଣଙ୍କ ଜୀବନ। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୭୧୮ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସୁନ୍ଦରଗଡ଼ରୁ ୪ଜଣ, ଅନୁଗୁଳରୁ ୪ଜଣ, ବାଲେଶ୍ୱର ଓ ଭୁବନେଶ୍ୱରରୁ ୨ଜଣ ଲେଖାଏ, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ପଢ଼ନ୍ତୁ: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ଆଜି ଚିହ୍ନଟ ହେଲେ ୫୯୪

You might also like